ହୀରାକୁଦରେ ଖୋଲିଲା ଆଉ ୫ଟି ଗେଟ୍, ସମୁଦାୟ ୩୧ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଭୁବନେଶ୍ବର: ଖୋଲିଲା ଆଉ ୫ଟି ଗେଟ୍ । ବଢ଼ିବାରେ ଲାଗିଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଫଳରେ ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ୍ କୁ ଖୋଲାଯାଇଛି । ଫଳରେ ମୋଟ୍ ୩୧ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ତେବେ ରାତି ସୁଦ୍ଧା ଆଉ ୯ଟି ଗେଟ୍ ଖୋଲିବାର ସମ୍ଭାବନା ରହିଛି । ଯଦି ଏହା ହୁଏ ତେବେ ହୀରାକୁଦ ଜଳ ଭଣ୍ଡାରର ମୋଟ୍ ୪୦ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେବ ।
0 Comments