ବର୍ଷର ଶେଷ ଚନ୍ଦ୍ରଗ୍ରହଣ


 କଟକ, ଭୁବନେଶ୍ୱର, ପୁରୀ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆଂଶିକ ଦୃଶ୍ୟମାନ ହେଲା ବର୍ଷର ଶେଷ ଚନ୍ଦ୍ରଗ୍ରହଣ

- ୨୦୨୩ରେ ପରବର୍ତ୍ତୀ ଚନ୍ଦ୍ରଗ୍ରହଣ ଓଡ଼ିଶାକୁ ଆଂଶିକ ଦୃଶ୍ୟମାନ ହେବ

- ୨୦୨୫ ସେପ୍ଟେମ୍ବର ୭ ତାରିଖରେ ହେବ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ

- ପଠାଣୀ ସାମନ୍ତ ପ୍ଲାନେଟାରିୟମ ନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ ଦେଲେ ସୂଚନା

Post a Comment

0 Comments