ଆଜିଠାରୁ ଆରମ୍ଭ ହେଉଛି ପବିତ୍ର ପଞ୍ଚୁକ ବ୍ରତ।*



*👉🏿ଏ ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ହେଉଥିବା ବେଳେ, ଶ୍ରୀଜିଉଙ୍କ ଦର୍ଶନ ଲାଗି ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼।*


*👉🏿 ଆଜି ଏକାଦଶୀ ତିଥିରେ ଶ୍ରୀଜିଉଙ୍କ ଲକ୍ଷ୍ମୀ ନାରାୟଣ ବେଶ ହୋଇଛି।*


*👉🏿 ଭକ୍ତମାନେ ଶ୍ରୀଜିଉଙ୍କ ଏହି ବେଶ ଦର୍ଶନ କରୁଛନ୍ତି। କାର୍ତ୍ତିକ ମାସର ଶେଷ ଏହି ପାଞ୍ଚଦିନ ସବୁଠାରୁ ପବିତ୍ର।*

Post a Comment

0 Comments