ତାମିଲନାଡ଼ୁର ଥେନି ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

 


କୁମୁଲି ପାହାଡ଼ର ରାସ୍ତା ତଳକୁ ଏକ କାର୍‌ ଖସିପଡ଼ିବା ଫଳରେ ୮ଜଣଙ୍କ ମୃତ୍ୟୁ ହୋଇଛି। ୨ଜଣ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କାରଟି ୪୦ ଫୁଟ ଖାଇକୁ ଖସିପଡ଼ିବା ଯୋଗୁଁ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଯଣାକୁ ନେଇ ଥେନି ଜିଲ୍ଲାର ଜିଲ୍ଲାପାଳ କେ.ଭି ମୁରଲୀଧରନ୍ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ହୋଇଛି। ଦୁଇ ଜଣ ଆହତ ହୋଇଛନ୍ତି। ଆହତ ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି!.

Post a Comment

0 Comments