ଆଉ ୩ଦିନ ପରେ ଯୁକ୍ତ ଦୁଇ ପରୀକ୍ଷା, ଆନ୍ଦୋଳନରେ ପରୀକ୍ଷକ l


👉🏿ମୁଣ୍ଡ ଉପରେ ପରୀକ୍ଷା । ହେଲେ ଆନ୍ଦୋଳନରେ ପରୀକ୍ଷକ ।




👉🏿 ଦାବି ପୂରଣ ନହେଲେ ପରୀକ୍ଷା ବର୍ଜନର ଧମକ । ଏବେ କେମିତି ହେବ ପରୀକ୍ଷା ପରିଚାଳନା ?

👉🏿ଅକଳରେ ଗଣଶିକ୍ଷା ବିଭାଗ ।

👉🏿 ମାର୍ଚ୍ଚ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ହେଲେ ଯେଉଁ ମାନେ ପରୀକ୍ଷା ପରିଚାଳନା କରିବେ ସେହି ଅଧ୍ୟାପକମାନେ ଏବେ ଭୁବନେଶ୍ୱର ମହାତ୍ମାଗାନ୍ଧି ମାର୍ଗରେ

Post a Comment

0 Comments