ଆରମ୍ଭ କରିଛି ଭଦ୍ରକ-ନୟାଗଡ଼ ଟାଉନ ମେମୁ ଟ୍ରେନ

 


ପବିତ୍ର ରାମ ନବମୀରେ ଟ୍ରାକ୍‌ରେ ଦୌଡ଼ିବା ଆରମ୍ଭ କରିଛି ଭଦ୍ରକ-ନୟାଗଡ଼ ଟାଉନ ମେମୁ ଟ୍ରେନ। କଟକ ରେଳ ଷ୍ଟେସନରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ତଥା ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସବୁଜ ପତାକା ଦେଖାଇ ଏହି ଟ୍ରେନର ଶୁଭାରମ୍ଭ କରିଛନ୍ତି।

Post a Comment

0 Comments