ବାହାଢ଼ାଝୋଲା, ଲଷ୍ମୀ ବଜାର ଠାରେ ବାପୁଜୀ ନାଟ୍ୟ ସାଂସଦ ଆନୁକୂଲ୍ୟରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ

 


ନୂଆଗାଁ ବ୍ଲକ ଅନ୍ତର୍ଗତ ବାହାଢ଼ାଝୋଲା, ଲଷ୍ମୀ ବଜାର ଠାରେ ବାପୁଜୀ ନାଟ୍ୟ ସାଂସଦ ଆନୁକୂଲ୍ୟରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅନୁଷ୍ଠିତ ହୋଇଯାଇଛି. ଏହି କାର୍ଯ୍ୟ କ୍ରମରେ ମାନ୍ୟବର ବିଧାୟକ ଦଶପଲ୍ଲା ତଥା ବିଜେଡି ଜିଲ୍ଲା ସଭାପତି ନୟାଗଡ଼ ଶ୍ରୀ ରମେଶ ଚନ୍ଦ୍ର ବେହେରା, ସମାଜସେବୀ ସକର୍ଷଣ ବେହେରା, ଉପାଧକ୍ଷ ପର୍ଶୁରାମ ସ୍ୱାଇଁ, ସ୍ଥାନୀୟ ସରପଞ୍ଚ ଓ ସମିତିସଭ୍ୟା ଉପସ୍ଥିତ ରହିଥିଲା.

Post a Comment

0 Comments