ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଦୁରୁଦୁରା ପଞ୍ଚାୟତ ର ଗଙ୍ଗାଧର ମହାନ୍ତି ଏବଂ ବାହାଡ଼ ଝୋଲା ପଞ୍ଚାୟତ ଅଖିଳ ନାଥ ସାହୁଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରିଛନ୍ତି ବିଡ଼ିଓ ସଚିଦା ନନ୍ଦ ମିଶ୍ର।ଏହି କାର୍ଯ୍ୟକ୍ରମରେ ବିଡ଼ିଓଙ୍କ ସମେତ ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରିଣୀ ସ୍ଵର୍ଣ୍ଣ ସାରିକା ଜେନା,ଜିପିଓ ସାଧୁ ଚରଣ ସାହୁ ,ରଘୁନାଥ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।
0 Comments