୬୪ ରୂପାନ୍ତରିତ ବିଦ୍ୟାଳୟ ଲୋକାର୍ପିତ

 ଶିକ୍ଷା ଜଗତରେ ବୈପ୍ଲବିକ ପରିବର୍ତ୍ତନ ଆଣିଛି ୫ଟି | 



 ନୟାଗଡ଼ ଜିଲ୍ଲା ସଦରବ୍ଲକ ଅନ୍ତର୍ଗତ ଚଣ୍ଡିବସ୍ତ ରାଧାକାନ୍ତ ଉଚ୍ଚ ବିଦ୍ୟାଳୟଠାରେ ଆଜି ତୃତୀୟ ପର୍ଯ୍ୟାୟ ରୂପାନ୍ତରିତ ବିଦ୍ୟାଳୟ ଲୋକାର୍ପିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସି ମାଧ୍ୟମରେ ଏହାକୁ ଲୋକାର୍ପଣ କରିଛନ୍ତି । ୫ଟି ସଚିବ ଭି. କେ ପାଣ୍ଡିଆନଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର‌୍ୟ୍ୟକ୍ରମକୁ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଖଣ୍ଡପଡ଼ା ବିଧାୟକ ସୈାମ୍ୟ ରଞ୍ଜନ ପଟ୍ଟନାୟକ, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ପ୍ରମୂଖ ଉପସ୍ଥିତ ରହିଥିଲେ ।


Post a Comment

0 Comments