ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଆରମ୍ଭ।




▪️ଅଣସର ଘରୁ ବାହାରି ଦର୍ଶନ ଚାଲିଛି ମହାପ୍ରଭୁଙ୍କ ନବଯୌବନ ଦର୍ଶନ ।
▪️ ୮ଟାରୁ ୯ଟା ଯାଏଁ ପାରମାଣିକ ଟିକେଟଧାରୀ ଦର୍ଶନ କରିବା ପରେ ଏବେ ଚାଲିଛି ସର୍ବସାଧାରଣ ଦର୍ଶନ ।
▪️୯ଟାରୁ ୧୧ଟା ୨ ଘଣ୍ଟା ଯାଏଁ ଚଳିବ ସର୍ବସାଧାରଣ ଦର୍ଶନ l
▪️ମହାପ୍ରଭୁଙ୍କ ନବଯୌବନ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଭକ୍ତଙ୍କ ସମାଗମ l
▪️ଶ୍ରଦ୍ଧାଳୁଙ୍କ ଭିଡ଼ ନିୟନ୍ତ୍ରଣ ପାଇଁ ୭୦ ପ୍ଲାଟୁନ ଫୋର୍ସ ମୁତୟନ l

Post a Comment

0 Comments