କାର୍ଯ୍ୟରେ ଯୋଗଦେଲେ ନୂତନ ଏସ୍‌ପି ରାହୁଲ ଜୈନ

 


ନୟାଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ଦାୟିତ୍ୱ ଗ୍ରହଣ କରିଛନ୍ତି। ନୟାଗଡ଼ ଜିଲ୍ଲା ପୂର୍ବତନ ଆରକ୍ଷୀ ଅଧିକ୍ଷକ ଅଲେଖ ଚନ୍ଦ୍ର ପହି ଗତ ୩୦ ତାରିଖରେ ଅବସର ଗ୍ରହଣ କରିଥିଲେ। ଏହା ପରଠାରୁ ଖୋର୍ଦ୍ଧା ଏସ୍‌ପି ସିଦ୍ଧାର୍ଥ କାଟାରିଆ ନୟାଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଭାବେ ଦାୟିତ୍ୱରେ ରହିଥିଲେ।





Post a Comment

0 Comments