ନୟାଗଡ ଜିଲ୍ଲା( ନୂଆଗାଁ ) ସରକାରୀ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ମହିପୁର ମଧ୍ୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନମେଳା ଓ ହକଥନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧକ୍ଷ୍ୟା ନିରଞ୍ଜନ ଦାସ ମୁଖ୍ୟ ଅତିଥି ଭାବରେ ପ୍ରତିଯୋଗୀତାକୁ ଉଦ୍ଘାଟନ କରିଥିଲେ । ଏହି ପ୍ରତିଯୋଗିତାରେ ବିଦ୍ୟାୟର ସମସ୍ତ ଶିକ୍ଷକ ଶିକ୍ଷତ୍ରି ଓ ଛାତ୍ର ଛାତ୍ରୀ ଉପସ୍ଥିତ ରହିଥିଲେ । ପ୍ରତିଯୋଗିତାରେ ଜୁନିଅର ,ସବ୍ଜୁନିୟର ଓ ସିନିଅର ସ୍ତରରେ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ସମୁଦାୟ ୭୧ ଟି ପ୍ରୋଜେକ୍ଟ ପ୍ରଦର୍ଶିତ ହୋଇଥିଲା । ସେହିପରି +୨ କଳା ପ୍ରଥମ ବର୍ଷର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ହକାଥନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା ।
0 Comments