ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ | ୧୫ ସେପ୍ଟେମ୍ବର, ୨୦୨୩
ନୟାଗଡ ଜିଲ୍ଲାର ମଂଜରୀ ଗ୍ରାମ ନିକଟରେ ରେ ଆଲୋଚନା କରାଯାଇଥିଲା। ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଂଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ବାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।
ବୃତଙ୍ଗ ଜଳସେଚନ ଯୋଜନାକୁ କାର୍ଯ୍ୟ କାରି କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ ଟି ସଚିବ ଙ୍କ ପାଖରେ ବାରମ୍ବାର ଦାବି ଉଠାଇଥିବା ଦଶପଲ୍ଲା ର ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ପ୍ରତିକ୍ରିୟା.
0 Comments