ଆଜି ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମିଶନ ଶକ୍ତି ସ୍କୁଟର ର ଶୁଭାରମ୍ଭ କରିଛନ୍ତି ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ। ଏହି ଅବସରରେ 70 ଜଣ ହିତାଧିକାରୀଙ୍କୁ ସ୍କୁଟର ବଣ୍ଟନ କରାଯାଇଥିଲା।
Copyright © 2022 Pratikhya All Rights Reserved Web Developer Mahesh Technology Designed By Mahesh Naik
0 Comments