ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘର କାର୍ଯ୍ୟାଳୟ ଗୃହ ନୟାଗଡ଼ ପୁରୁଣା ସହର ଠାରେ ଉଦଘାଟିତ ହୋଇ ଯାଇଛି। ଉଦଘାଟନ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲା ଓକିଲ ସଂଘ ସଭାପତି ବୃନ୍ଦାବନ ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗଦାନ କରି କାର୍ଯ୍ୟାଳୟ ଗୃହ ଉଦଘାଟନ କରିଥିଲେ।
ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ଭବାନୀ ଶଙ୍କର ଦାଶ, ସୁବାସ ମହାପାତ୍ର, ନିଶିକାନ୍ତ ରଥ,ଏମ. ଔରଙ୍ଗଜେବ,ଶୁଭେନ୍ଦୁ ଦାସ,ଲୋକନାଥ ମିଶ୍ର, ସନ୍ଦୀପ ଲେଙ୍କା, ପୁରୁଷୋତ୍ତମ ମହାପାତ୍ର, ଉଦିତ ଦାସ,ପ୍ରଦୀପ୍ତ ରଥ, ସୁରେନ୍ଦ୍ର ପ୍ରଧାନ, ଗୋକୁଳ ଷଡ଼ଙ୍ଗୀ, ଲକ୍ଷ୍ମୀଧର ସାହୁ,ଯଯାତି ମହାପାତ୍ର,ପ୍ରମୋଦ ନନ୍ଦ,ପ୍ରଭାସିନୀ ନନ୍ଦ,
0 Comments