ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଶିକ୍ଷା ଅଧିକାରୀଙ୍କ ଆନୁକୂଲ୍ୟରେ ସୁରଭି ଉଦଯାପନୀ ଉତ୍ସଵ ଅନୁଷ୍ଠିତ ହୋଇଯାଇଛି. ଉକ୍ତ ଉତ୍ସବରେ ମୁଖ୍ୟଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ,ଦଶପଲ୍ଲା ପୂର୍ବତନ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ନାୟକ, ନୂଆଗାଁ ବ୍ଲକ ଉପାଧକ୍ଷ ପର୍ଶୁରାମ ସ୍ୱାଇଁ, ନୂଆଗାଁ ବ୍ଲକ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ଅତିରିକ୍ତ ଶିକ୍ଷା ଅଧିକାରିଣୀ କବିତା ଦାସ, ଜ୍ୟୋସ୍ନା ସେଠୀ, ନୂଆଗାଁ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଭୀମସେନ ଦାସ, ସିନାମା ଷ୍ଟାର ଓଁକାର, ପ୍ରମୁଖ ଉପସ୍ଥିତ ରହିଥିଲେ. ପ୍ରାରମ୍ଭରେ ଅତିଥି ମାନଙ୍କୁ ପୁଷ୍ପଗୁଛ ଉତ୍ତରୀୟ ଦେଇ ସ୍ୱାଗତ କରାଯାଇଥିଲା. ନୂଆଗାଁ ପ୍ରାଇମେରୀ ସ୍କୁଲ ପିଲାଙ୍କ ଦ୍ୱାରା ସ୍ୱାଗତ ନୃତ୍ୟ ପରିବେଶନ କରାଯାଇଥିଲା
.
0 Comments