ଘନ କୁହୁଡି ନେଇ ୯ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି


 ଘନ କୁହୁଡି ନେଇ ବୁଧବାର ଅର୍ଥାତ୍‌ ଫେବୃଆରୀ ୫ରେ ୯ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ ନୟାଗଡକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Post a Comment

0 Comments