ଓଏସଏସସିର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ଅବସରପ୍ରାପ୍ତ ଆଇଏଏସ ସୁଧାକର ବୁର୍ଗି

 


ଅବସରପ୍ରାପ୍ତ ଆଇଏଏସ ସୁଧାକର ବୁର୍ଗିଙ୍କୁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ(ଓଏସଏସସି)ର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରାଯାଇଛି। ପୂର୍ବତନ ଡିଜିପି ଅଭୟଙ୍କ ଇସ୍ତଫା ପରେ ଏହି ନିଷ୍ପତ୍ତି ନିଆଯାଇଛି। ପୂର୍ବତନ ଓଏସଏସସି ଅଧ୍ୟକ୍ଷ ଅଭୟ ୧୯ ମେ’ ୨୦୨୫ରେ ତାଙ୍କ ପଦବୀରୁ ଇସ୍ତଫା ଦେଇଥିଲେ।

Post a Comment

0 Comments