ଭିଜିଲାନ୍ସ ଜାଲରେ ଖଡ଼ିଆଳର ଆର୍ ଆଣ୍ଡ ବିର କନିଷ୍ଠ ଯନ୍ତ୍ରୀ,

ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଆର୍ ଆଣ୍ଡ ବିର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ପିପିଲି ଓ ନୂଆପଡ଼ା ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ।

ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଭୁବନେଶ୍ୱରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୭ ଜଣ ଡିଏସଏସପି, ୩ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଭୁବନେଶ୍ୱର, ପିପିଲି (ପୁରୀ), ଲିଙ୍ଗିପୁର, ଭୁବନେଶ୍ୱରର ନିମ୍ନଲିଖିତ ୮ଟି ସ୍ଥାନରେ ଏକକାଳୀନ ଘର ଚଢ଼ଉ କରାଯାଉଛି।

Post a Comment

0 Comments