ଦଶମ ସାଧାରଣ ଅଧିବେସନ କାର୍ଯ୍ୟକ୍ରମ ଅନୁଷ୍ଠିତ।


 ସୂଚନା ମୁତାବକ ଆଜି ପୂର୍ବାହ୍ନ 11 ଘଟିକା ସମୟରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ‌"ସୃଜନ ସଭା ଗୃହ ପରିସରରେ ଦଶମ ସାଧାରଣ ଅଧିବେସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଉପସ୍ଥିତ ରହିଥିଲେ। ତତ୍ ସହିତ ଆଜିର କାର୍ଯ୍ୟକ୍ରମ ରେ ସମ୍ମାନୀତ ଅତିଥି ଭାବେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଞ୍ଜିନିୟର ଦେବାଶିଷ ପଟ୍ଟନାୟକ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଆଜିର କାର୍ଯ୍ୟକ୍ରମ ରେ ଉପସ୍ଥିତ ରହିଥିଲେ।

Post a Comment

0 Comments