ପୂର୍ବତନ ଉପବାଚସ୍ପତିଙ୍କ ସ୍ମୃତି ଚାରଣ ସଭାରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ

 




ନୟାଗଡ଼ ଜିଲ୍ଲା ପୂର୍ବତନ ଉପବାଚସ୍ପତି, ମନ୍ତ୍ରୀ ତଥା ଖଣ୍ଡପଡ଼ା ଗଡ଼ଜାତ ଅଞ୍ଚଳର ରାଜା ସାହେବ ଶ୍ରୀ ବିଭୂତି ଭୂଷଣ ସିଂ ମର୍ଦ୍ଧରାଜଙ୍କ ଦ୍ଵାଦଶାହ ଅବସରରେ ଆୟୋଜିତ ସ୍ମୃତିଚାରଣ ସଭା କାର୍ଯ୍ୟକ୍ରମରେ ଯୋଗଦେଲେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନବର୍ଦ୍ଧନ ସିଂ ଦେଓ। ସୂଚନା ମୁତାବକ ଆଜି ଖଣ୍ଡପଡା ଠାରେ ପୂର୍ବତନ ଉପବାଚସ୍ପତି, ମନ୍ତ୍ରୀ ତଥା ଖଣ୍ଡପଡ଼ା ଗଡ଼ଜାତ ଅଞ୍ଚଳର ରାଜା ସାହେବ ଶ୍ରୀ ବିଭୂତି ଭୂଷଣ ସିଂ ମର୍ଦ୍ଧରାଜଙ୍କ ଦ୍ଵାଦଶାହ ଅବସରରେ ଆୟୋଜିତ ସ୍ମୃତିଚାରଣ ସଭା କାର୍ଯ୍ୟକ୍ରମରେ ଯୋଗଦେଲେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନବର୍ଦ୍ଧନ ସିଂ ଦେଓ। ତତ୍ ସହିତ ଆଜିର କାର୍ଯ୍ୟକ୍ରମ ରେ ମାନ୍ୟବର ଇସ୍ପାତ, ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା ମହୋଦୟ ଏବଂଖଣ୍ଡପଡ଼ା ର ପୂର୍ବତନ ବିଧାୟକ ଶ୍ରୀ ସୌମ୍ୟରଞ୍ଜନ ପଟ୍ଟନାୟକ ଙ୍କ ସହ ଯୋଗଦେଇ ଶ୍ରଦ୍ଧାଞ୍ଜଳୀ ଜଣାଇବା ସହ ସ୍ମୃତି ଚାରଣ କରିଥିଲେ।

Post a Comment

0 Comments