ନୟାଗଡ଼ ଜିଲ୍ଲା ପରିଷଦ ସୃଜନ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଥିବା ଦଶମ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି

 


ନୟାଗଡ଼ ଜିଲ୍ଲା ପରିଷଦ ସୃଜନ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଥିବା ଦଶମ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନିଲ ଅଗ୍ରୱାଲ ,ନୟାଗଡ଼ ବିଧାୟକ ଶ୍ରୀ ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଦେବାଶିଷ ପଟ୍ଟନାୟକ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଶ୍ରୀମତୀ ବିଷ୍ଣୁପ୍ରିୟା ବେହେରା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଗ୍ନଜିତ ରାଉତ ପ୍ରମୂଖ ଉପସ୍ଥିତ ରହିଥିଲେ। ବୈଠକରେ ବନ ବିଭାଗ, କୃଷି ବିଭାଗ, ଜଳ ବିଭାଜିକା, ସେଚାଞ୍ଚଳ ଉନ୍ନୟନ ବିଭାଜନ, ଗ୍ରାମ୍ୟ ଉନ୍ନୟନ ବିଭାଜନ ଓ ଜିଲ୍ଲାରେ ଚାଲୁରହିଥିବା ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ତଦାରଖ ସହ ସମସ୍ତ ବିଭାଗୀୟ ଅଧିକାରୀ ଙ୍କ ସହ ଆଲୋଚନା କରାଯାଇଥିଲା। ଏହି ବୈଠକ ରେ ସମସ୍ତ ଜିଲ୍ଲାପରିଷଦ ସଭ୍ୟ/ସଭ୍ୟା, ଜିଲ୍ଲାର ସମସ୍ତ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Post a Comment

0 Comments